ଆଜି ରାଜ୍ୟ କ୍ୟାବିନେଟ ବୈଠକ । ଅପରାହ୍ନ ସାଢ଼େ ୫ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ଅନେକ ଗୁଡ଼ିଏ ଗୁରୁତ୍ବପୂର୍ଣ୍ଣ ଏଜେଣ୍ଡା ଉପରେ ମୋହର ବାଜିବାର ସମ୍ଭାବନା ରହିଛି । ଦଶହରା ପୂର୍ବରୁ କ୍ୟାବିନେଟରେ କି ନିଷ୍ପତ୍ତି ନିଆଯାଉଛି ତା ଉପରେ ସମସ୍ତଙ୍କ ନଜର ରହିଛି । ରାଜ୍ୟ ସରକାରଙ୍କ ଅର୍ଥ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଓ ଆଇନ ବିଭାଗ ସମ୍ବନ୍ଧୀୟ କିଛି ପ୍ରସ୍ତାବ କ୍ୟାବିନେଟରେ ଆଲୋଚନା ହେବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା