ଆଜି ରାଜ୍ୟରେ ଯାତ୍ରୀ ପରିବହନ କ୍ଷେତ୍ରରେ ଲେଖାହେବ ନୂଆ ଅଧ୍ୟାୟ । ଯୋଡି ହେବ ଗାଁରୁ ରାଜଧାନୀ । ଐତିହାସିକ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ...
bus service
ସହର ଭଳି ଗାଁରେ ଗଡ଼ିବ ବସ୍ । ଲକ୍ଷ୍ମୀ ଯୋଜନା ମାଧ୍ୟମରେ ଗ୍ରାମାଂଚଳରେ ପରିବହନ ସେବାକୁ ମଜଭୁତ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର । ଗୁରୁବାର...