cm visit suando

ନୂଆରୂପ ପାଇଛି ଉତ୍କଳମଣିଙ୍କ ଜନ୍ମମାଟି । ଐତିହାସିକ ଗ୍ରାମରେ ରୂପାନ୍ତରିତ ହୋଇଛି ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋ । ସେଠାରେ ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।...