hair loss thinning

ଆଜିକାଲି କେଶ ଝଡ଼ିବା ସମସ୍ୟା ପ୍ରାୟ ସମସ୍ତଙ୍କର। କେଶ ଝଡ଼ିବାର ଅନେକ କାରଣ ଥାଏ। ଅତ୍ୟଧିକ ପ୍ରଦୂଷଣ, ହର୍‌ମୋନ୍‌ ପରିବର୍ତ୍ତନ, କିମ୍ବା ଭିଟାମିନ୍‌ ଅଭାବରୁ କେଶ ଝଡ଼ିଥାଏ।...