କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ବା EPFOର ସୁଧହାର ବୃଦ୍ଧି । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପ୍ରୋଭିଡେଣ୍ଟ ଫଣ୍ଡ ଆକାଉଣ୍ଟରେ ସୁଧହାର ୮.୧୫ ପ୍ରତିଶତକୁ ମଞ୍ଜୁର ଦେଇଛନ୍ତି...
INTREAST RATE HIKE
ବଢ଼ିଲା EPFO ସୁଧହାର । କର୍ମଚାରୀଙ୍କ ଭବିଷ୍ୟନିଧି ପାଣ୍ଠି ଉପରେ ସୁଧ ହାର ବୃଦ୍ଧି କରିଛି କର୍ମଚାରୀ ଭବିଷ୍ୟନିଧି ସଂଗଠନ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ...