mamita meher

ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ବୁଧବାର ମମିତାଙ୍କ ମା'ବାପା ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀର...