January 14, 2026

Suresh Chandra Sahoo

ସୋଆରେ ଆୟୋଜିତ ଦୁଇ ଦିନିଆ ଅଲ୍ ଓଡ଼ିଶା ସ୍କୁଲ୍ ଚେସ୍ ଚାମ୍ପିଅନ୍‌ସିପ ଶନିବାର ଉଦ୍‌ଯାପିତ ହୋଇଥିବା ବେଳେ ଏହି ପ୍ରତିଯୋଗିତାରେ ଚାମ୍ପିଅନ୍ ହୋଇଛନ୍ତି କୌସ୍ତଭ ଦାସ ।...

ସୋଆରେ ଶୁକ୍ରବାର ଦୁଇ ଦିନିଆ ଅଲ୍ ଓଡ଼ିଶା ସ୍କୁଲ୍ ଚେସ୍ ଚାମ୍ପିଅନ୍‌ସିପର ଶୁଭାରମ୍ଭ ହୋଇଯାଇଛି । ଏହି ପ୍ରତିଯୋଗିତାରେ ୨୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଭାଗ ନେଇଛନ୍ତି ।...