TODAYS WEATHER REPORT

ରାଜ୍ୟରେ ପୁଣି ବଢିବ ବର୍ଷା। ଆସନ୍ତାକାଲି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ ଯୋଗୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା...