August 23, 2025

world odia language summit

1 min read

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ସାହିତ୍ୟିକ ଡ଼. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ ତଥା ସମ୍ମାନିତ କରାଯାଇଛି। ଓଡ଼ିଆ ଭାଷା...

ଓଡ଼ିଆ ୬ଷ୍ଠ ତମ ଭାରତୀୟ ଭାଷା ଭାବେ ଶାସ୍ତ୍ରୀୟ ମାନ୍ୟତା ଲାଭ କରିସାରିଛି । ଏହି ଭାଷାକୁ ବିକଶିତ କରିବା ନିମନ୍ତେ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି...