ଆସନ୍ତା ଫେବ୍ରୁଆରି ୫ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ । ଏହା ଫେବ୍ରୁଆରି ୧୩ ତାରିଖ ଯାଏ ଚାଲିବ। ଏଥିରେ କାମଚଳା ବଜେଟ ଆଗତ ହେବ ବୋଲି ଜଣାଯାଇଛି।
ଫେବ୍ରୁଆରି ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିବେ। ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ଫେବ୍ରୁଆରି ୮ରେ କାମଚଳା ବଜେଟ ଉପସ୍ଥାପନ କରିବେ। ଯେହେତୁ ଆଗକୁ ସାଧାରଣ ନିର୍ବାଚନ ଅଛି, ତେଣୁ ତାପୂର୍ବରୁ କାମଚଳା ବଜେଟ ଆଗତ କରିବେ ସରକାର।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା