ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ଅବଦାନ ପାଇଁ ନୋବେଲ ପୁରସ୍କାର ଘୋଷଣା । ୨୦୨୩ ବର୍ଷ ପାଇଁ ମିଳିତ ଭାବେ ନୋବେଲ୍ ପାଇବେ ତିନି ଜଣ ପଦାର୍ଥ ବିଜ୍ଞାନୀ । ସେମାନଙ୍କ ମଧ୍ୟରେ ରହିଛନ୍ତି ପିରେ ଆଗୋଷ୍ଟିନ, ଫେରେନ୍କ କ୍ରାଉସଜା, ଆନେ ହୁଇଲରଙ୍କୁ ସମ୍ମାନ । ଏହି ତିନି ଜଣ ନୋବେଲ ବିଜେତା ମାନବଜାତିକୁ ପରମାଣୁ ଏବଂ ଅଣୁଗୁଡ଼ିକ ମଧ୍ୟରେ ଇଲେକ୍ଟ୍ରୋନ୍ ଡାଇନାମିକ୍ସକୁ ଅନୁସନ୍ଧାନ କରିବା ପାଇଁ ନୂତନ ସାଧନ ଦେଇଛନ୍ତି । ଆମେରିକା, ଜର୍ମାନୀ, ସ୍ବିଡେନ ବୈଜ୍ଞାନିକଙ୍କୁ ପ୍ରଦାନ କରାଯାଉଛି ଏହି ସମ୍ମାନ ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ