ଜଣେ ମିଳିମିଳା ରୋଗୀ ୧୨ରୁ ୧୮ଜଣଙ୍କୁ ସଂକ୍ରମିତ କରିପାରିବେ । ମିଳିମିଳାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସାଙ୍ଘାତିକ ଚେତାବନୀ । ଭାରତ ସମେତ ସାରା ବିଶ୍ୱରେ ଦ୍ରୁତ ଗତିରେ ବଢି ଚାଲିଛି ମିଳିମିଳାର ସଂକ୍ରମଣ । ଏହାରି ଭିତରେ ଏଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛି ଡବ୍ଲ୍ୟୁଏଚଓ । ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ମିଳିମିଳା ଗମ୍ଭୀର ରୂପ ଧାରଣ କରିଛି । ଏହି ଋତୁରେ ସ୍ଥିତି ଆହୁରି ଅଧିକ ଜଟିଳ ହେବାକୁ ଲାଗିଲାଣି । ତେଣୁ ସମସ୍ତଙ୍କୁ ସତର୍କ ରହିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ