ଏଣିକି ମ୍ୟାଲେରିଆରେ ଆଉ ଯିବନି ଜୀବନ । ଦ୍ୱିତୀୟ ମ୍ୟାଲେରିଆ ଭ୍ୟାକ୍ସିନକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ମିଳିଲା ଅନୁମୋଦନ । ସେରମ ଇନିଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ ଟିକା ଆର୨୧/ ମ୍ୟାଟ୍ରିକ୍ସ-ଏମକୁ ‘ହୁ’ର ମଞ୍ଜୁରୀ ମିଳିଛି । ଏହି ଟିକାର ପ୍ରି-କ୍ଲିନିକାଲ ଟେଷ୍ଟ୍ ଓ କ୍ଲିନିକାଲ ଟେଷ୍ଟ ଆଧାରରେ ଟୀକାକୁ ଗ୍ରୀନ ସିଗନାଲ ଦିଆଯାଇଥିବା ସେରମ ଇନିଷ୍ଟିଚ୍ୟୁଟ୍ ପକ୍ଷରୁ କୁହାଯାଇଛି । ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଓ ଏସଆଇଆଇ ଦ୍ୱାରା ଦ୍ୱାରା ବିକଶିତ ଏହି ଟୀକାର ୪ଟି ଦେଶରେ ସଫଳ ପରୀକ୍ଷଣ ହୋଇ ସାରିଛି ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ