ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମେଳା । ଆଜି ସଂଧ୍ୟା ୫ଟା ୫ ମିନିଟରେ ଗାଦି ମନ୍ଦିରର ଚାରିଦ୍ୱାରରେ ଝାଡଦ୍ୱୀପ ପ୍ରଜ୍ୱଳନ କରାଯିବ । ବିଶ୍ୱର ଭକ୍ତଙ୍କ ମଙ୍ଗଳକାମନା କରି ମହିମା ସନ୍ୟାସୀମାନେ ଝାଡଦୀପ ପ୍ରଜ୍ୱଳନ କରିବେ । ଯୋରନ୍ଦା ମେଳା ପାଇଁ ଓଡ଼ିଶା ସମେତ ଛତିଶଗଡ଼, ଝାଡଖଣ୍ଡ, ବିହାର, ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ ଆଦି ଅଞ୍ଚଳରୁ ୨୦ ହଜାରରୁ ଅଧିକ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଚଳିତ ବର୍ଷ ଯୋରନ୍ଦା ମେଳାକୁ ୧୫୧ ବର୍ଷ ପୁରିଛି ମହିମା ଧର୍ମର ରୀତିନୀତି ଅନୁସାରେ ଚଳିତ ବର୍ଷ ୧୫୧ ତମ ପ୍ରଭୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯିବ ।
“The eyes believe themselves, the ears believe other people.”
More Stories
ପ୍ୟାଣ୍ଟ ପଛ ପକେଟରେ ପର୍ସ ରଖୁଛନ୍ତି କି..
12ଟି ରାଶି ଉପରେ କଣ ରହିବ ମହାଶିବରାତ୍ରିର ପ୍ରଭବ
ଜାଣନ୍ତୁ ଶିବରାତ୍ରିର ପୂଜା ବିଧି, ମନ୍ତ୍ର, ସମୟ, ଉପବାସର ସମ୍ପୂର୍ଣ୍ଣ ନିୟମ