ଜର୍ମାନୀରେ ଶୁଭିବ ବିଏସକେଓ୍ବାଇର ସଫଳ କାହାଣୀ । ବିଶ୍ବ ସ୍ବାସ୍ଥ୍ୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଭାବେ ଯୋଗ ଦେଇଛନ୍ତି ବିଜେଡି ସାଂସଦ ଅମର ପଟ୍ଟନାୟକ । ସମସ୍ତଙ୍କ ପାଇଁ ସ୍ବାସ୍ଥ୍ୟ ଓ ସାର୍ବଜନିନ ସ୍ବାସ୍ଥ୍ୟ ଚିକତ୍ସା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଏକ ମାଇଲ ଖୁଣ୍ଟ ଭାବେ ଉଭା ହୋଇଛି । ରାଜ୍ୟର ପ୍ରତ୍ୟେକ ଗରିବୀ ପରିବାରରେ ସଞ୍ଜିବନୀ ସାଜିଛି ଏହି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା । ୧୬ରୁ ୧୮ ଅକ୍ଟୋବର ତିନିଦିନ ଧରି ଜର୍ମାନରେ ବର୍ଲିନରେ ଅନୁଷ୍ଠିତ ହେଉଛି ବିଶ୍ବସ୍ବାସ୍ଥ୍ୟ ସମ୍ମିଳନୀ । ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଭାବେ ଓଡ଼ିଶାରୁ ସାଂସଦ ଅମର ଶତପଥି ଯୋଗଦେଇଛନ୍ତି । ରାଜ୍ୟରେ ସାଧାରଣ ଗରିବୀ ଏବଂ ଦିନ ମଜୁରିଆ ଲୋକଟି କିଭଳି ବିଏସକେୱାଇ ଦ୍ୱାରା ଉପକୃତ ହେଉଛି । କିଭଳି ଏହା ସାଧାରଣ ଲୋକଟି ପାଇଁ ସଞ୍ଜିବନୀ ସାଜିଛି ସେ ବିଷୟରେ ଉଲ୍ଲେଖ କରିବେ ସାଂସଦ ଅମର ପଟ୍ଟନାୟକ ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ