ବଲିଉଡ ଅଭିନେତ୍ରୀ ତଥା ଚଣ୍ଡିଗଡ଼ ସାଂସଦ କିରଣ ଖେର ଅସୁସ୍ଥ । ସେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସେ ନିଜ ପୋଷ୍ଟରେ ଲେଖିଛନ୍ତି, ମୋର କୋଭିଡ-୧୯ ଟେଷ୍ଟ ପଜିଟିଭ୍ ହୋଇଛି । ତେଣୁ ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ତୁରନ୍ତ ଟେଷ୍ଟ କରାଇ ନିଅନ୍ତୁ । କିରଣ ଏହି ପୋଷ୍ଟ ଶେଆର କରିବା ପରେ ତାଙ୍କ ପ୍ରଶଂସକ ଏବଂ ଶୁଭେଚ୍ଛୁମାନେ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ