ଆମେରିକାରେ ପୁଣି ବନ୍ଧୁକ ଆତଙ୍କ । କାଲିଫର୍ଣ୍ଣିଆ ବାଇକର୍ସ ବାରରେ ଆଖିବୁଜା ଗୁଳିମାଡ଼ରେ ୫ ମୃତ । ୬ ଜଣଙ୍କୁ ଅତି ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରଯାଇଛି । ଜଣେ ପୂର୍ବତନ ଆଇନ ଅଧିକାରୀ ବାରରେ ଆଖିବୁଜା ଗୁଳିଚାଳନା କରିଥିଲେ । ପୋଲିସ ଗୁଳିରେ ଅଭିଯୁକ୍ତର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଫେଡେରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ