ବର୍ଷାରେ ଲାଗିବନି ବ୍ରେକ୍ । ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରବଳ କାଚିବା ପରେ ପୁଣି ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ୧୨ରେ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିବ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ଦଶମିକ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୮ ଦଶମିକ ୪ ମିଲିମିଟରର ତୁଳନାରେ ୬୦ପ୍ରତିଶତ କମ୍ ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା