ଆଜି ଗରୁଡ଼ ଉତଥାପନ ଦ୍ୱାଦଶୀ । ଶ୍ରୀମନ୍ଦିରରେ ଆଜି ପଞ୍ଚକ ନୀତିର ଦ୍ୱିତୀୟ ଦିନ । ଏହି ଅବସରରେ ଆଜି ମହାପ୍ରଭୁଙ୍କ ସ୍ୱତନ୍ତ୍ର ବାଙ୍କଚୁଡ଼ ବା ବାମନ ବେଶ ଅନୁଷ୍ଠିତ ହେଉଛି । ଶ୍ରୀମନ୍ଦିରରେ ବ୍ରତଧାରୀଙ୍କ ଭିଡ଼ ଜମିଛି । ପଞ୍ଚକର ୫ ଦିନ ଯାକ ମହାପ୍ରଭୁଙ୍କ ସ୍ୱତନ୍ତ୍ର ବେଶ କରାଯାଉଥିବା ବେଳେ ପ୍ରଥମ ଦିନରେ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହୋଇଥିଲା । ପ୍ରତ୍ୟହ ଅବକାଶ ଓ ଭୋଗମଣ୍ଡପ ନୀତି ଶେଷ ହେବା ପରେ ସ୍ୱର୍ଣ୍ଣ ଅଳଙ୍କାରରେ ଶ୍ରୀଜୀଉଙ୍କୁ ସଜ୍ଜିତ କରାଯାଏ ।
More Stories
ମଣ୍ଡିରୁ ଧାନଉଠା ବିଳମ୍ବରେ କାରଣ ଦର୍ଶାଅ ନୋଟିସ୍
ସବୁ ସ୍କୁଲରେ ଖୋଲିବ ଶିଶୁ ବାଟିକା
ଭିତିରିଆ ଚାଲିଥିଲା ପାର୍ଟ ରେଜିଷ୍ଟ୍ରେସନ, ସମ୍ପୃକ୍ତ ଥିଲେ ମହିଳା କର୍ମଚାରୀ