The Topmost

“The eyes believe themselves, the ears believe other people.”

ଆଜି ବସିବ କ୍ୟାବିନେଟ ବୈଠକ

ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ବୈଠକରେ ୧୦ରୁ ଅଧିକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିପାରେ । ବିଭିନ୍ନ ବିଭାଗର କ୍ୟାଡର ପୁନର୍ଗଠନ ସହିତ କୃଷି, ମହିଳା ବିକାଶ କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ । ସେହିପରି ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ଜଳସଂପଦ, ସମବାୟ ବିଭାଗ ସମ୍ପର୍କିତ ଏକାଧିକ ପ୍ରସ୍ତାବ ଆସିପାରେ ।