ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ସନ୍ଧ୍ୟାରେ ଲୋକସେବା ଭବନରେ କ୍ୟାବିନେଟ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅଧ୍ୟକ୍ଷତା କରିବେ । ନୂଆ ବର୍ଷ ପୂର୍ବରୁ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ରାଜ୍ୟ ସରକାର । ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ବିଭିନ୍ନ ସରକାରୀ କର୍ମଚାରୀ ସଂଗଠନ ପକ୍ଷରୁ କରାଯାଇଥିବା ବିଭିନ୍ନ ଦାବି ସମ୍ପର୍କରେ ମଧ୍ୟ ନିଷ୍ପତ୍ତି ନିଆଯାଇପାରେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା