() ଆଜି ବସିବ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆଜି ସଂଧ୍ୟାରେ ବସିବ । ନୂଆ ମନ୍ତ୍ରୀ ମଣ୍ଡଳର ପ୍ରଥମ ବୈଠକ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଆଲୋଚନା ହେବ । ତେବେ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟକୁ ଅନୁମୋଦନ ମିଳିବ । ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ ଓ ଭିତ୍ତିଭୂମି ନିର୍ମାଣ ଉପରେ ପୂର୍ଣ୍ଣାଙ୍ଗ ବଜେଟରେ ଗୁରୁତ୍ୱ ଦିଆଯାଇଛି । ସୂଚନା ଅନୁସାରେ ଏହି ପୂର୍ଣ୍ଣାଙ୍ଗ ବଜେଟ ଆକାର ୨ ଲକ୍ଷ ୧୦ ହଜାର କୋଟିରୁ ଅଧିକ ହେବ । ଜୁଲାଇ ୨ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଏହି ବଜେଟକୁ ଉପସ୍ଥାପିତ କରିବେ ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ