ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ୧୦ରୁ ୧୨ଟି ପ୍ରସ୍ତାବ ଉପରେ ବାଜିବ ମୋହର । ବିଭିନ୍ନ ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ହେବ ଆଲୋଚନା । ଏହି ବୈଠକରେ ଏକାଧିକ ବିଭାଗର ବହୁ ଗୁରୁତ୍ବପୁର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି । ଏଥି ସହିତ ଅନେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଏହି ବୈଠକରେ ଆଲୋଚନା ହେବ ବୋଲି ଜଣାପଡିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା