ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଏହି ଅଧିବେଶନ ଡିସେମ୍ବର ୧୧ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି । ଅଧିବେସନର ପ୍ରଥମ ଦିନ ତଥା ଆଜି ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଆଗତ କରାଯିବ । ନଭେମ୍ବର ୩୦ ଏବଂ ଡିସେମ୍ବର ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚ ଦାବି ଉପରେ ଆଲୋଚନା କରାଯିବ । ଏବଂ ୨ ତାରିଖେରେ ବ୍ୟୟ ମଞ୍ଜୁରୀ ବିଲ ପାରିତ ହେବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା