ବଢ଼ୁଛି ହକି ବିଶ୍ବକପ ଉତ୍କଣ୍ଠା । ଆଜିଠୁ ଓଡ଼ିଶାର ସବୁ ଜିଲ୍ଲା ପରିକ୍ରମା କରିବ ଟ୍ରଫି । ସୁନ୍ଦରଗଡ଼ରେ ଏହି ବିଶ୍ୱକପ ଟ୍ରଫି ୧୭ଟି ବ୍ଲକ୍ ପରିକ୍ରମା କରିବ । ଏହାଦ୍ବାରା ଲୋକଙ୍କ ମଧ୍ୟରେ ଉତ୍ସାହ ବଢ଼ିବ । ୨୧ ଦିନ ଧରି ହକି ବିଶ୍ବକପ ଟ୍ରଫି ଦେଶର ୧୩ ସହର ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ପରିକ୍ରମା କରିସାରିଛି । ପଶ୍ଚିମବଙ୍ଗ, ମଣିପୁର, ଆସାମ, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ, ପଞ୍ଜାବ, ହରୟାଣା, ଦିଲ୍ଲୀ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ତାମିଲନାଡୁ, କେରଳ, କର୍ଣ୍ଣାଟକ ଓ ଛତିଶଗଡ଼ ବୁଲିଛି ଟ୍ରଫି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା