ଆମେରିକାରେ ଭୟଙ୍କର ଘୁର୍ଣ୍ଣିଝଡ । ଏହି ଘୁର୍ଣ୍ଣିଝଡରେ ୨୧ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା । ତେବେ ମୃତ୍ୟୁ ସଂଖ୍ୟା ଆହୁରୀ ବଢିବ ବୋଲି ଆଶଙ୍କା କରାଯାଉଛି । ଆମେରିକାର ପ୍ରାୟ ୯ ଟି ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି । କ୍ଷୟକ୍ଷତିର ପରିମାଣ ଆକଳନ କରାଯାଇନଥଲେ ମଧ୍ୟ କୋଟି କୋଟି ଟଙ୍କାର ସମ୍ପତି ନଷ୍ଟ ହୋଇଥିବା କୁହାଯାଉଛି । ଶୁକ୍ରବାର ଏବଂ ଶନିବାର ଦୁଇ ଦିନ ଏଭଳି ଭୟଙ୍କର ଝଡ ତୋଫାନ ହୋଇଛି । ଝଡ ସମୟରେ ୧୬୫ କିଲୋମିଟର ବେଗର ପବନ ବହିଥିଲା । ଯାହା ପ୍ରାୟ ୪୦ କିଲୋମିଟର ପର୍ଯ୍ୟନ୍ତ ପ୍ରଭାବିତ କରିଥିଲା ।
“The eyes believe themselves, the ears believe other people.”
More Stories
ଏହି ସବୁ ସମସ୍ୟା ଥିଲେ ଖାଆନ୍ତୁ ନାହିଁ ଆମ୍ବ
ଅଧିକ ଚା ପିଉଥିଲେ ଜାଣନ୍ତୁ ଏହି ନିୟମ
ଛତୁ ଭେଜ୍ ନା ନନଭେଜ୍