ଆସନ୍ତା ଫେବ୍ରୁଆରୀ ୧୬ରୁ +୨ ପରୀକ୍ଷା । CHSE ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ପ୍ରଥମ ଦିନ ଅର୍ଥାତ୍ ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ୧୭ ତାରିଖରୁ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖ ଯାଏଁ ଚାଲିବ। ଜାନୁଆରୀ ୨ ରୁ ୧୨ ତାରିଖ ଯାଏଁ ପ୍ରାକ୍ଟିକାଲ ପରୀକ୍ଷା ଚାଲିବ । ସିସିଟିଭି ନଜରରେ ରହିବ ସବୁ ପରୀକ୍ଷା କେନ୍ଦ୍ର । ଏନେଇ ସୂଚନା ଦେଇଛନ୍ତି ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ। ୨୦୨୦ରେ ପଞ୍ଜୀକୃତ ଛାତ୍ରଛାତ୍ରୀ ପୁରୁଣା ସିଲାବସନୁସାରେ ପରୀକ୍ଷା ଦେବେ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା