ଆସନ୍ତା ସପ୍ତାହରୁ ଖୋଲିପାରେ ଧବଳେଶ୍ୱର । ସାଧାରଣ ଲୋକଙ୍କ ଦର୍ଶନ ପାଇଁ ଖୋଲିପାରେ ପୀଠ । ଡଙ୍ଗା ଯୋଗେ ସପ୍ତାହରେ ୪ ଦିନ ଦର୍ଶନ ପାଇଁ ଦିଆଯାଇପାରେ ଅନୁମତି । ଧବଳେଶ୍ୱର ପୀଠର ପୂଜକ ସମିତି ଓ ସ୍ଥାନୀୟ ପ୍ରଶାସନର ଆଲୋଚନା ପରେ ଆଠଗଡ଼ ଉପଜିଲ୍ଲାପାଳ ଏନେଇ ସୂଚନା ଦେଇଛନ୍ତି । ସେପଟେ ଝୁଲାପୋଲ ମରାମତି ପାଇଁ ସର୍ବସାଧାରଣ ଦର୍ଶନ ସଂପୂର୍ଣ୍ଣ ବନ୍ଦ ରଖାଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା