ଦୁଇ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଓଡିଶା ଆସି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ତେବେ ଆସନ୍ତା ୧୦ରେ ରାଷ୍ଟ୍ରପତି ଓଡିଶା ଆସିବେ । ଭୁବନେଶ୍ବରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରି ରହଣିର କାର୍ଯ୍ୟକ୍ରମ ରହିଛି । ଏହା ପରେ ସେ ଭୁବନେଶ୍ବରରୁ ପୁରୀ ଅଭିମୁଖେ ବାହାରିବେ । ସେଠାରେ କାଳିଆ ଠାକୁରଙ୍କୁ ଦର୍ଶନ କରି ୧୧ ତାରିଖରେ ଦିଲ୍ଲୀ ଫେରିଯିବେ ମହାମହିମ । ଏନେଇ ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ରାଷ୍ଟ୍ରପତି ଭବନ ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ