ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ସକାଳୁଆ ସ୍କୁଲ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କର ହେବ ସକାଳୁଆ କ୍ଲାସ୍ । ସକାଳ ୭ରୁ ୧୧ଟା ୩୦ ଯାଏ ହେବ ମର୍ଣ୍ଣିଂ କ୍ଲାସ୍ । ସ୍କୁଲରେ ଖରା ଦିନ ପାଇଁ ପଦକ୍ଷେପ ନିଆଯିବ । ପାଣି ବ୍ୟବସ୍ଥା, ORSର ବ୍ୟବସ୍ଥା କରାଯିବ। ସେହିପରି ହିଟୱେଭ୍ ହେଲେ ପଦକ୍ଷେପ ନିଆଯିବ ବୋଲି ପ୍ରାଥମିକ ଶିକ୍ଷା ବିଭାଗ ନିର୍ଦ୍ଦେଶକ କହିଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା