() ଆସନ୍ତା ୧୨ ତାରିଖରେ ବାରବାଟୀରେ ହେବ ଇଣ୍ଡିଆ-ସାଉଥ ଆଫ୍ରିକା ଟି-ଟ୍ୱେଣ୍ଟି ମ୍ୟାଚ୍। ଏଥିପାଇଁ ୧୦ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଦଳ। ହୋଟେଲ ବୁକିଂ ସରିଥିବା ବେଳେ ଏନର୍ଜି ଓ ଡାଏଟ ଫୁଡ୍ ପାଇଁ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ରହିଛି।
କୋଭିଡ ଗାଇଡଲାଇନ ମାନି ଆତିଥ୍ୟ ପ୍ରଦାନ କରିବାକୁ ସଜବାଜ ହେଉଛି ଭୁବନେଶ୍ୱରର ଏକ ତାରକା ହୋଟେଲ। ଗତକାଲିଠୁ ବାରବାଟୀ ଟି-ଟ୍ୱେଣ୍ଟି ମ୍ୟାଚର ଅଫ୍ଲାଇନରେ ଟିକଟେ ବିକ୍ରି ଆରମ୍ଭ ହୋଇଛି। ଓସିଏ ସହିତ ଅନୁବନ୍ଧିତ ଥିବା ସଂଘ, ସ୍କୁଲ, କଲେଜ, କ୍ଲବ ଓ ଅନୁଷ୍ଠାନକୁ ଟିକେଟ ପ୍ରଦାନ କରାଯାଇଛି। ଏହି ବର୍ଗରେ ୮ ହଜାର ଟିକେଟ ବିକ୍ରି କରାଯିବ ପରେ ୯ ଓ ୧୦ ତାରିଖରେ ଷ୍ଟାଡିୟମର ବିଭିନ୍ନ କାଉଣ୍ଟରରେ ସାଧାରଣ ଦର୍ଶକଙ୍କ ପାଇଁ ବିକ୍ରି ହେବ୧୬ ହଜାର ୧୫୪ଟି ଟିକେଟ।
https://thetopmost.in/how-to-apply-sunscreen-lotion-to-your-face/
https://thetopmost.in/tag/bharatiya-janata-party-bjp-mla-krishnendu-paul/
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ