ଆଜି ଉତ୍କଳ ଦିବସ । ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ଏହାରି ଭିତରେ ୮୭ ବର୍ଷ ପୂର୍ଣ୍ଣ ହୋଇଛି । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉତ୍କଳ ଦିବସ ଭାବେ ପାଳନ କରାଯାଇ ଆସୁଛି । ଏହାକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ ପାଳନ କରିବେ ଓଡ଼ିଶା ଦିବସ । ଉତ୍କଳ ଦିବସ ପାଇଁ ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟକୁ ରଙ୍ଗୀନ ଆଲୋକମାଳାରେ ସଜ୍ଜିତ କରାଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା