ଏଣିକି ଏତଲା ପଞ୍ଜୀକରଣ ନକଲେ ପୋଲିସ ଅଧିକାରୀଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ । ଏତଲା ପଞ୍ଜୀକରଣ କ୍ଷେତ୍ରରେ ପୋଲିସର ନିଷ୍କ୍ରିୟତା ପ୍ରସଙ୍ଗକୁ ନେଇ ହାଇକୋର୍ଟ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଏନେଇ ରହିଥିବା ନିୟମ ପାଳନ କରୁ ନଥିବା ପୋଲିସ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହି ପ୍ରସଙ୍ଗରେ ଜବାବ ଦାଖଲ ପାଇଁ ମଧ୍ୟ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ଡକ୍ଟର ଜଷ୍ଟିସ ସଂଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦିଆଯାଇଛି ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି