ଓଜେଇଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ । ମେ’ ୬ରୁ ଓଜେଇଇ ପରୀକ୍ଷା ଆରମ୍ଭ ହେବ । ମେ’ ୬ରୁ ୧୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ । ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ପରୀକ୍ଷା ହେବ । ଏଥିପାଇଁ ଆଜିଠାରୁ ରେଜିଷ୍ଟ୍ରେସନ୍ ଆରମ୍ଭ ହୋଇଛି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରେଜିଷ୍ଟ୍ରେସନ୍ ଚାଲିବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍