() ଓଡ଼ିଶାରେ ଧିରେଧରେ ସକ୍ରିୟ ହେଉଛି ମୌସୁମୀ । ଏବେସୁଦ୍ଧା ୬ ଜିଲ୍ଲାକୁ ମୌସୁମୀ ଛୁଇଁସାରି ଥିବାବେଳେ ଆଜି ରାଜ୍ୟର ଆଉ କିଛି ଜିଲ୍ଲାକୁ ଛୁଇଁବ । ଆସନ୍ତା ୨ ଦିନ ମଧ୍ୟରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାକୁ ମୌସୁମୀ ଛୁଇଁବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଅନ୍ୟପଟେ ଆସନ୍ତା ୨୪ ତାରିଖ ବେଳକୁ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗରେ ବର୍ଷାର ପରିମାଣ ବଢ଼ିବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍