ରାଜ୍ୟରେ ଚୀନ ଭାରିଆଣ୍ଟ ଚିହ୍ନଟ । ଏହା ପରେ ସ୍ୱାସ୍ଥ୍ୟ ବିଭାଗର ତତ୍ପରତା ପ୍ରକାଶ ପାଇଛି । ସମସ୍ତେ ମାସ୍କ ପିନ୍ଧିବାକୁ ଅପିଲ କରିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ବିଶେଷକରି ଜନଗହଳିପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଗୁରୁତ୍ୱ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ । ଏହାକୁ ନେଇ ଶୁକ୍ରବାର ବସିବ ଗୁରୁତ୍ୱପୂର୍ଣ ବୈଠକ । ବର୍ତ୍ତମାନର ସ୍ଥିତିକୁ ନେଇ ଆବଶ୍ୟକୀୟ ପଦକ୍ଷେପ କ’ଣ ନିଆଯିବ ତାହା ଉପରେ ବୈଠକ ହେବ ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ