କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ମିଳିଲା ଜାମିନ । ସୁରଟ ସେସନ୍ସ କୋର୍ଟ ରାହୁଲଙ୍କୁ ପ୍ରଦାନ କଲେ ଜାମିନ । ତେବେ ମାନହାନି ମାମଲାରେ ରାହୁଲ ଗାନ୍ଧିଙ୍କୁ ମିଳିଛି ବଡ଼ ଆସ୍ୱସ୍ତି । ଜାମିନ ଅବଧିକୁ ୧୩ ଏପ୍ରିଲ ପର୍ଯ୍ୟନ୍ତ ବଢ଼ାଇଲେ ସୁରଟ ସେସନ କୋର୍ଟ । ତେଣୁ ଏହି ମାମଲାର ଆଗାମୀ ଶୁଣାଣି ଏପ୍ରିଲ ୧୩ରେ ହେବ ।ମାନହାନି ମାମଲାରେ ଦଣ୍ଡାଦେଶକୁ ଚ୍ୟାଲେଞ୍ଜ କରି ସୁରଟ ସେସନ୍ସ କୋର୍ଟ ପିଟିସନ ଦାଏର କରିବେ ରାହୁଲ ଗାନ୍ଧୀ। ଦଣ୍ଡାଦେଶର ୧୧ଦିନ ପରେ ସେସନ୍ସ କୋର୍ଟରେ ଆବେଦନ କରିବେ ରାହୁଲ। ସୁରଟ ଯିବା ପୂର୍ବରୁ ରାହୁଲଙ୍କୁ ଭେଟିଛନ୍ତି ସୋନିଆ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ