ବରଗଡର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । କଂସ ଭୂମିକାରେ ଅଭିନୟ କରିବେ ହୃଷିକେଶ ଭୋଇ । ନାଁ ଘୋଷଣା କଲା ଜିଲ୍ଲା ପ୍ରଶାସନ । ଅଭିନୟ ପାଇଁ ଆଶାୟୀ ଥିବା ୪୧ ଜଣ କଳାକାରଙ୍କ ଅଡିସନ ନିଆ ଯାଇଇଥିଲା । ୭୫ ତମ ଧନୁ ଯାତ୍ରାରେ କଂସ ଭାବେ ଅଭିନୟ କରିବେ ହୃଶିକେଶ । ଅମ୍ବାଭୋନା ବ୍ଲକ୍ ଚିଚୋଲି ଗାଁର ମୂଳ ନିବାସୀ ହୃଷୀକେଶ ସ୍ବାସ୍ଥ୍ୟ ବିଭାଗରେ ଡ୍ରାଇଭର ଭାବେ କାର୍ଯ୍ୟରତ । ସେ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାରେ ଦଶମ ଥର ପାଇଁ କଂସ ଭୂମିକାରେ ଅଭିନୟ କରିବାକୁ ଯାଉଛନ୍ତି । ୨୦୦୯ ମସିହାରୁ ୨୦୧୭ ଯାଏଁ ସେ ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା