ହରିୟାଣାର କୁରୁକ୍ଷେତ୍ରରେ କୃଷକ ନେତା ଓ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ଆଲୋଚନା ବିଫଳ ହୋଇଛି।ଆଲୋଚନା ବିଫଳ ହେବା ପରେ କୃଷକମାନେ ପୁଣି ଥରେ ଦିଲ୍ଲୀ-ହରିୟାଣୀ ୪୪ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଥିଲେଛନ୍ତି । ଏହି ରାଜପଥ ଦିଲ୍ଲୀ ଓ ହରିୟାଣା ଏପରିକି ଚଣ୍ଡିଗଡ଼ ମଧ୍ୟରେ ମୁଖ୍ୟ ରାସ୍ତା ହୋଇଥିବାରୁ ଏହାର ଅବରୋଧ ଦ୍ବାରା ସାଧାରଣ ଲୋକଙ୍କ ସମସ୍ୟା ବଢିଯାଇଛି । ଉଭୟ ପଟେ ଶହ ଶହ ସଂଖ୍ୟାରେ ଗାଡ଼ି ଅଟକି ରହିଛି । କୃଷକମାନେ ହରିୟାଣାରେ ଏମଏସପି ଦରରେ ସୂର୍ଯ୍ୟମୁଖୀ ମଞ୍ଜି କ୍ରୟ ପାଇଁ ଦାବି କରୁଛନ୍ତି । ଏହି ଦାବି ନେଇ ଭାରତୀୟ କିଷାନ ୟୁନିୟନ ପକ୍ଷରୁ ହରିୟାଣାର ପିପଲି ଠାରେ ଏକ କୃଷକ ମହାପଞ୍ଚାୟତ ଆୟୋଜନ କରାଯାଇଥିଲା । ହରିୟାଣା ବ୍ୟତୀତ ପଞ୍ଜାବ ଓ ଉତ୍ତରପ୍ରଦେଶ ସମେତ ଅନେକ ରାଜ୍ୟରୁ ବହୁ ସଂଖ୍ୟକ କୃଷକ ଏହି ରାଲିରେ ଅଂଶଗ୍ରହଣ କରିଥିଲେ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ