ପୁଣି ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ । ଚୀନ୍ ଓ ଜାପାନ ଭଳି ବିଭିନ୍ନ ଦେଶରେ କରୋନା ସଂକ୍ରମଣ ବଢିବା ପରେ ଚିନ୍ତାରେ କେନ୍ଦ୍ର ସରକାର । ଏନେଇ ଆଜି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରାଳୟରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ କରାଯିବ । କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଏଥିରେ ଦେଶରେ ଥିବା କରୋନା ସ୍ଥିତି ସମୀକ୍ଷା କରାଯିବ । ଏଥିସହ ରାଜ୍ୟ ସରକାରଙ୍କୁ କରୋନା ସଂକ୍ରମିତ ବ୍ୟକ୍ତିଙ୍କର ଜିନମ ସିକୁଏନ୍ସ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଏନେଇ ସ୍ବାସ୍ଥ୍ୟ ସଚିବ ରାଜେଶ ଭୁଷଣ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖିଛନ୍ତି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ