ଓ୍ୱାଲର୍ଡ ଫୁଡ୍ ପ୍ରୋଗ୍ରାମରେ ଓଡ଼ିଶାର ଖାଦ୍ୟ ସୁରକ୍ଷା ଏବଂ ବିପର୍ଯ୍ୟୟ ପରିଚାଳନାର ସଫଳ କାହାଣୀ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଖାଦ୍ୟ ନିରାପତ୍ତା ପାଇଁ ଆଗରୁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡ଼ିଶା ଆଜି କିଭଳି ଖାଦ୍ୟ ସୁରକ୍ଷାରେ ବଳକା ରାଜ୍ୟ ହୋଇପାରିଛି ସେନେଇ ଉଦବୋଧନ ଦେବେ ନବୀନ । ୧୯୯୯ ମହାବାତ୍ୟାରେ ବିଧ୍ୱସ୍ତ ଓଡ଼ିଶା ବର୍ତ୍ତମାନ ବିପର୍ଯ୍ୟୟ ପରିଚାଳନାରେ କିଭଳି ମଡେଲ ରାଜ୍ୟ ହୋଇପାରିଛି ସେନେଇ ମଧ୍ୟ ବକ୍ତବ୍ୟ ରଖିବେ ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍