ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ । ରେଜଲ୍ଟ ପ୍ରକାଶ ପାଇଁ ପ୍ରକ୍ରିୟା ଚାଲିଥିବା ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ, ପରେ କଳା ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ । ୨୮ ମେ’ରେ ଯୁକ୍ତ ୨ ରେଜଲ୍ଟର ତାରିଖ ଘୋଷଣା ହେବ । ସବୁ ଠିକ୍ ରହିଲେ ୩୦ କିମ୍ବା ୩୧ରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ଫଳ । ସେହିପରି ୮ ଜୁନ୍ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ଫଳାଫଳ । ତେବେ ୨୮ ମେ’ରେ ଫଳ ପ୍ରକାଶ ନେଇ ତାରିଖ ଘୋଷଣା କରିବ ଉଚ୍ଚଶିକ୍ଷା ପରିଷଦ ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ