କିଛି ଦିନ ବ୍ୟବଧାନ ପରେ ପୁଣି ଫେରିଛି ଶୀତ । ଗାଁଠୁ ସହର ଥରୁଛି ସାରା ଓଡିଶା । ସନ୍ଧ୍ୟା ଓ ସକାଳ ସମୟରେ ଶୀତ ବଢିବାରେ ଲାଗିଛି । ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୨୦ ଡିଗ୍ରୀ ତଳେ ରହିଛି । ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଉଛି । ଦୃଶ୍ୟମାନ ଦୂରତା କମିବା ସହ ପ୍ରଭାବିତ ହେଉଛି ଯାତାୟତ । ଅନୁଗୁଳ, ଫୁଲବାଣୀ ଓ ଭବାନୀପାଟଣାକୁ ଘନ କୁହୁଡ଼ି ପାଇଁ ସତର୍କତା ଜାରି କରାଯାଇଛି । ଯାତାୟତ ସମୟରେ ସତର୍କତା ଅବଲମ୍ବନ ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୫ଦିନ ଯାଏଁ ସମାନ ପାଗ ଜାରି ରହିବ ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ