ଗାଜାରେ ସାମୟିକ ପାଇଁ ଗ୍ରାଉଣ୍ଡ ଅପରେସନ ବନ୍ଦ କଲା ଇସ୍ରାଏଲ । ଆମେରିକାର ପରାମର୍ଶ ପରେ ଇସ୍ରାଏଲର ଗ୍ରାଉଣ୍ଡ ଅପରେସନ ସ୍ଥଗିତ ରଖିଥିବା ସୂଚନା ରହିଛି । ଏ ନେଇ ଆମେରିକାର ଗଣମାଧ୍ୟମ ୱାଲଷ୍ଟ୍ରିଟ୍ ଜର୍ଣ୍ଣାଲରେ ଖବର ପ୍ରକାଶ ପାଇଛି । ଯୁଦ୍ଧର ୨୦ ଦିନରେ ଏହି ପରି ଏକ ନିଷ୍ପତି ନେଇଛି ଇସ୍ରାଏଲ । ଯୁଦ୍ଧରେ ଆମେରିକା ଇସ୍ରାଏଲକୁ ସମର୍ଥନ କରୁଛି । ହମାସକୁ ଇରାନ, ରୁଷ ସମେତ ଅନେକ ଦେଶ ସମର୍ଥନ କରୁଛି । ଏପରି ସ୍ଥିତିରେ ଇସ୍ରାଏଲକୁ ଯୁଦ୍ଧାସ୍ତ୍ର ମଧ୍ୟ ପଠାଉଛି ଆମେରିକା । ଇସ୍ରାଏଲରେ ଆମେରିକାର ଯୁଦ୍ଧାସ୍ତ୍ର ପହଂଚିବା ପରେ ପୁଣିଥରେ ଆକ୍ରମଣ କରିପାରେ ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ