ବକରିଦରେ ଗୋ-ହତ୍ୟା ନିଷେଧ । ଏନେଇ କର୍ଣ୍ଣାଟକ ପ୍ରାଣୀ ପାଳନ ମନ୍ତ୍ରୀ ପ୍ରଭୁ ବି. ଚୱନ ଜନସାଧାରଣଙ୍କୁ ଚେତାବନା ଗେବାସହ ଅନୁରୋଧ କରିଛନ୍ତି । ଏହି ନିୟମ ଅମାନ୍ୟକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ ବୋଲି ସେ ସତର୍କ କରାଇ ଦେଇଛନ୍ତି । ରାଜ୍ୟରେ ‘ଗୋ-ହତ୍ୟା ନିଷେଧ ଆଇନ’ ଲାଗୁ ହୋଇ ସାରିଥିବାରୁ ଜନସାଧାରଣ ଏଥିରୁ ବିରତ ରହିବା ଉଚିତ ବୋଲି ସେ କହିଛନ୍ତି । ଏହାଛଡ଼ା, ବେଆଇନ ଭାବେ ରାଜ୍ୟରୁ କିମ୍ବା ରାଜ୍ୟ ବାହାରୁ ହେଉଥିବା ବେଆଇନ ଗୋମାଂସ ଚାଲାଣ ଉପରେ କଡ଼ା ନଜର ରଖିବା ପାଇଁ ସେ ପ୍ରାଣୀ ପାଳନ ବିଭାଗ ଏବଂ ପୁଲିସ ବିଭାଗର କର୍ମଚାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ