ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲକ୍ଷ୍ନୌରେ ଉତ୍ତରପ୍ରଦେଶ ଗ୍ଲୋବାଲ୍ ଇନ୍ଭେଷ୍ଟର୍ସ ସମ୍ମିଳନୀ-୨୦୨୩ର ଉଦ୍ଘାଟନ୍ କରିଛନ୍ତି । ଏହି ୩ ଦିନିଆ ଉତ୍ସବରେ ଅନେକ ମନ୍ତ୍ରୀରୁ ନେଇ ବହୁ ଅଗ୍ରଣୀ ଶିଳ୍ପପତି ପର୍ଯ୍ୟନ୍ତ ଯୋଗ ଦେଇପାରନ୍ତି । ୟୁପି ଗ୍ଲୋବାଲ୍ ଇନ୍ଭେଷ୍ଟର୍ସ ସମ୍ମିଳନୀ-୨୦୨୩ର ଉଦ୍ଦେଶ୍ୟ ହେଉଛି ବିଶ୍ବର ବିଭିନ୍ନ ସ୍ଥାନରୁ ପଲିସି ମେକର ବା ନୀତି ନିର୍ଣ୍ଣୟକାରୀ, ଶିଳ୍ପପତି, ଶିକ୍ଷାବିତ୍ ଓ ଚିନ୍ତାନାୟକମାନଙ୍କୁ ଏକତ୍ର କରି ବ୍ୟବସାୟ ପାଇଁ ସୁଯୋଗ ସୃଷ୍ଟି କରିବା । ଆସନ୍ତା ୫ ବର୍ଷ ମଧ୍ୟରେ ୟୁପି ଟ୍ରିଲିୟନ୍ ଡଲାର ଅର୍ଥବ୍ୟବସ୍ଥାର ସ୍ବପ୍ନ ଦେଖିଥିବା ବେଳେ ଏହି ସମ୍ମିଳନୀରେ ୨୫ ଲକ୍ଷ କୋଟି ଟଙ୍କାର ଏକ ପୁଞ୍ଜି ବିନିଯୋଗ ପ୍ରସ୍ତାବ ରହିଛି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍