ଭୁବନେଶ୍ବର :ଫେବୃଆରୀ ୨୩: ବର୍ତ୍ତମାନ ପୌର ନିର୍ବାଚନ ପାଇଁ କମର କଷିଛନ୍ତି ରାଜ୍ୟ ସରକାର । ପ୍ରସ୍ତୁତି ଶେଷ ପରେ ଗୃହ ଓ ନଗର ଉନ୍ନୟନ ବିଭାଗ ବିଜ୍ଞପ୍ତି ମାଧ୍ୟମରେ ପୌର ନିର୍ବାଚନ ପାଇଁ ଆହ୍ବାନ କରିଛି । ଏନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ସୂଚନା ଦିଆଯାଇଛି।ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ, ମହାନଗର ନିଗମରେ କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ଓ ମେୟର ପାଇଁ ନିର୍ବାଚନ ହେବ । ୪୮ଟି ପୌର ପରିଷଦ, ୫୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୩ଟି ମହାନଗରରେ ହେବ ନିର୍ବାଚନ ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ମୁଖ୍ୟମନ୍ତ୍ରୀଙ୍କ ସହ ଅର୍ଥ ଆୟୋଗର ଗୁରୁତ୍ବପୂର୍ଣ୍ଣ ବୈଠକ