ଜମ୍ମୁ-କାଶ୍ମୀରର ସ୍ଥାନୀୟ ଲୋକଙ୍କୁ ଆତଙ୍କବାଦୀ ସଂଗଠନର ଧମକ । ଲସ୍କର-ଏ-ତୈବା ପକ୍ଷରୁ ସ୍ଥାନୀୟ ଲୋକଙ୍କ ଉପରେ ଆକ୍ରମଣ ତୀବ୍ର ହେବ ବୋଲି ଚେତାବନୀ ମିଳିଛି । ସୂଚନା ଅନୁସାରେ ଏଠାରେ ନିର୍ବାଚନ କମିଶନ ଏକ ବଡ ଘୋଷଣା କରିଛନ୍ତି । ମୁଖ୍ୟ ନିର୍ବାଚନ ଅଧିକାରୀ ହୃଦେଶ କୁମାରଙ୍କ ସୂଚନା ଅନୁସାରେ କାଶ୍ମୀରରେ ରହୁଥିବା ବାହାର ରାଜ୍ୟର ଲୋକେ ମଧ୍ୟ ଏଠିକାର ନିର୍ବାଚନରେ ନିଜର ମତଦାନ କରିପାରିବେ । ତେଣୁ ସେମାନେ ଏଠାରେ ନିଜର ଭୋଟର ଲିଷ୍ଟ ବନାଇ ଭୋଟ ଦେଇପାରିବେ । ଏଥିପାଇଁ ସେମାନଙ୍କୁ କୌଣସି ଆବାସ ପ୍ରମାଣପତ୍ରର କୌଣସି ଆବଶ୍ୟକତା ନାହିଁ । ଯାହାର ଫଳ ସ୍ବରୁପ ସ୍ଥାନୀୟ ଲୋକଙ୍କୁ ଆତଙ୍କବାଦୀଙ୍କ ଧମକ ମିଳିଛି ।
“The eyes believe themselves, the ears believe other people.”
More Stories
ବହୁ ଚେଷ୍ଟା ପରେ ବି ବଦଳେନାହିଁ ସ୍ବାମୀ ସ୍ତ୍ରୀଙ୍କର ଏହି ଗୁଣ
ଅତ୍ୟଧିକ ଜଙ୍କଫୁଡ୍ ଆଣିଥାଏ ଏହି ସବୁ ସମସ୍ୟା
ରାତିରେ ହଇରାଣ କରୁଛି କି ଆପଣଙ୍କ ଶିଶୁ