ଉତ୍ତରପ୍ରଦେଶର ମଥୁରାରେ ଅଘଟଣ । ବୃନ୍ଦାବନ ଅଞ୍ଚଳରେ ଥିବା ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଦେଖିବାକୁ ମିଳିଥିଲା । ଏଥିରେ ହୋଟେଲର 2 ଜଣ କର୍ମଚାରୀ ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ରହିଛି । ଅନ୍ୟପକ୍ଷରେ ଗୁରୁତର 2 କର୍ମଚାରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି । ତେବେ ଅଗ୍ନିକାଣ୍ଡର କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ ।
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ