ଥମୁନି ଜାମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ । ଆଜି ସକାଳେ ରାଜୋରୀ ଠାରେ ଆତଙ୍କବାଦୀ ଆକ୍ରମଣରେ ୨ ଜଣ ସାଧାରଣ ନାଗରିକଙ୍କର ମୃତ୍ୟୁ ହୋଇଛି । ସାଧାରଣ ନାଗରିକଙ୍କ ମୃତ୍ୟୁ ପରେ ସ୍ଥାନୀୟ ଲୋକେ ରାଜରାସ୍ତାକୁ ଆସି ବିରୋଧ ପ୍ରଦର୍ଶନ କରିଛନ୍ତି । ସ୍ଥାନୀୟ ଅଞ୍ଚଳରେ ଏବେ ପ୍ରଶାସନିକ ଅଧିକାରୀ ବିକ୍ଷୋଭକାରୀଙ୍କୁ ବୁଝାଇବାକୁ ଚେଷ୍ଟା କରୁଛନ୍ତି । ଏନେଇ ସେନା ପକ୍ଷରୁ ଟ୍ବିଟ ଦ୍ବାରା ସୂଚନା ଦିଆଯାଇଛି । ପୋଲିସ, ସୁରକ୍ଷାବଳ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ